• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Libra

ତୁଳା

Tuesday 28 Mar 2023

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟାକୁ ଦେଖା ଦେଇପାରେ । ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ସ୍ୱାତୀ- ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।

ବିଶାଖା- ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS