• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Scorpio

ବିଛା

Tuesday 28 Mar 2023

ବିଶାଖା- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଯେକୌଣସି ବହୁ ରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ।

ଅନୁରାଧା- ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । କର୍ମକ୍ଷେତ୍ରରେ ପ୍ରସିଦ୍ଧ ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ଜ୍ୟୋଷ୍ଠା- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।

ପ୍ରତିକାର – ମା ମଙ୍ଗଳାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS