• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Capricorn

ମକର

Tuesday 28 Mar 2023

ଉ, ଷାଢା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଚେଷ୍ଟା କରିବେ ।

ଶ୍ରବଣା- ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ଧନିଷ୍ଠା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ ।

ପ୍ରତିକାର – କାଳୀଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS