• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଚାକିରି କ୍ଷେତ୍ରରୁ ମିଳିପାରେ ଖୁସି ଖବର

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ, ମଙ୍ଗଳବାର, ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୭ମୀ ସନ୍ଧ୍ୟା ୦୭.୦୨ ଗତେ ୮ମୀ, ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର, ଘାତ ବାର - ମକର, ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୭.୦୨ ଗତେ ୧ ପାଦ

Aquarius

କୁମ୍ଭ

Tuesday 28 Mar 2023

ଧନିଷ୍ଠା- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।

ଶତଭିଷା- ନୂଆ କାମ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ପୂ, ଭାଦ୍ରପଦ- ରାଜନୀତିରେ ନିଜକୁ ଦୃଢ ରଖିବେ । ଛାତ୍ରଛାତ୍ରୀମାନେ ଉତ୍ମତମ ଫଳ ପ୍ରଦର୍ଶନ କରିବେ । କୌଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS