• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Aries

ମେଷ

Thursday 28 Mar 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ

ଦ୍ୱିଜା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ

କୃତିକା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି

ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :