• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Taurus

ବୃଷ

Thursday 28 Mar 2024

କୃତିକା- ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଚାକିରି କ୍ଷେତ୍ରରେ ଅଧୀନସ୍ଥ କର୍ମଚାରୀ ହଇରାଣରେ ପକାଇ ପାରନ୍ତି । ବାଧ୍ୟ, ବାଧକତାରେ ଦୂରଯାତ୍ରା କରିବାକୁ ପଡିପାରେ ।

ମୃଗଶିରା- ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :