• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Pisces

ମୀନ

Thursday 28 Mar 2024

ପୂ , ଭାଦ୍ରପଦ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ ।

ଉ , ଭଦ୍ରପଦ - ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।

ରେବତୀ – କୋର୍ଟରେ ଅପବ୍ୟବହାର ଦେଖାଇବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :