• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Gemini

ମିଥୁନ

Thursday 28 Mar 2024

ମୃଗଶିରା- ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।

ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :