• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Cancer

କର୍କଟ

Thursday 28 Mar 2024

ପୁନର୍ବସୁ- ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପୁଷ୍ୟା- ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର‌୍ୟ୍ୟ କରିବେ । କେହି ଆପଣଙ୍କୁ ସାହାର‌୍ୟ୍ୟର ହାତ ବଢାଇବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।

ଅଶ୍ଳେଷା- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :