• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Virgo

କନ୍ୟା

Thursday 28 Mar 2024

ଉ , ଫାଲଗୁନୀ – ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ସୁସ୍ଥ ଅନୁଭବ କରିବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ ।

ହସ୍ତା – ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।

ଚିତ୍ରା – ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :