• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Scorpio

ବିଛା

Thursday 28 Mar 2024

ବିଶାଖା – ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଅନୁରାଧା – ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ ।

ଜ୍ୟେଷ୍ଠା – ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ । କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :