• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Sagittarius

ଧନୁ

Thursday 28 Mar 2024

ମୂଳା- ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ଚାକିରୀ କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମି ମାନେ ବିରୋଧ କରିପାରନ୍ତି

ପୂ, ଷାଢା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆଣିବେ

ଉ, ଷାଢା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରୀୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :