• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୩ୟା ସନ୍ଧ୍ୟା ୦୬.୫୭ ଗତେ ୪ର୍ଥୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ସନ୍ଧ୍ୟା ୦୬.୩୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ

Capricorn

ମକର

Thursday 28 Mar 2024

ଉ , ଷାଢା - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ଘରର ବାତାବରଣ ଶାନ୍ତିମୟ ରହିବ

ଶ୍ରବଣା – ଛାତ୍ର ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ କରିବେ । ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ । ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ ।

ଧନିଷ୍ଠା – ଜମି କ୍ରୟ କରି ଖୁସି ରହିବେ । ଧାର୍ମୀକ କାର‌୍ୟ୍ୟକ୍ରମରେ ସାମିଲ ହେବାର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :