ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
କୃତିକା-ଅସମ୍ପୁର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ସନ୍ତୋଷ ଲାଭ କରିବେ । ବ୍ୟବସାୟରେ ଆୟ , ବ୍ୟୟର ପରିମାଣ ପ୍ରାୟତଃ ସମାନ ରହିବ । ଆକସ୍ମିକ ଭାବରେ ଜଣେ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ ।
ରୋହିଣୀ- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ୟ୍ୟ ହେବେ ।
ମୃଗଶିରା- ବନ୍ଧୁବର୍ଗରେ କଳହ ଓ ମନାନ୍ତର ସୃଷ୍ଟି ହେବ । କୈାଣସି କଥାକୁ କେନ୍ଦ୍ର କରି ତର୍କ ବିତର୍କର ସମ୍ମୁଖୀନ ହେବେ । ପ୍ରତିଦ୍ୱନ୍ଦ୍ୱିତା ହେତୁ ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେବ ।
ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬