ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ ।
ଶତଭିଷା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।
ପୂ,ଭାଦ୍ରପଦ- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮