ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ପୁନର୍ବସୁ- ବ୍ୟବସାୟରେ ଧନଲାଭର ଯୋଗ ରହିଛି । ପାରିବାରିକ ଶାନ୍ତି ଅନୁଭବ କରିବେ । ଶାରିରୀକ ପୀଡା ଅପେକ୍ଷା କୃତ କମ ରହିବ ।
ପୁଷ୍ୟା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।
ଅଶ୍ଲେଷା- ମୂଲ୍ୟବାନ ଜିନିଷ ହରେଇ ପାରନ୍ତି । ନୂତନ ଗୃହ ,ବାହନ ଜାଗା ,ଜମି କ୍ରୟ କରି ପାରିବେ । ଅଧିକ ଧନ ଅର୍ଜନ କରିବାର ରାସ୍ତା ଖୋଲିଯିବ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨