ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ମଘା- ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।
ପୂ,ଫାଲଗୁନି- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ ।
ଉ,ଫାଲଗୁନି- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ ।
ଶୁଭ ରଙ୍ଗ :ବାଇଗଣୀ
ଶୁଭ ସଂଖ୍ୟା :୧