ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ଉ,ଫଳଗୁନି-ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂର ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ ।
ହସ୍ତା- ଚାକିରିରେ ସ୍ଥାନ ପରିବର୍ତନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଅନୁକୂଲ ରହିବ । ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ ।
ଚିତ୍ରା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ମୋହରେ ପଡି କ୍ଷତିଗ୍ରସ୍ତ ହୋଇପାରନ୍ତି । ନୂତନ ଭୂମି ଚୟନ କରିବେ ।
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫