ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ଚିତ୍ରା- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ ।
ସ୍ୱାତୀ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଭଗବାନ୍କୁ ଆରଧନା ଦ୍ୱାରା ମନସ୍କାମନା ପୂରଣ ହେବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।
ବିଶାଖା- ସମାଜ ସେବା କାର୍ଯ୍ୟରେ ଯୋଗ ଦେବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬