• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।

Scorpio

ବିଛା

Friday 28 Mar 2025

ବିଶାଖା- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି ।  ଚାକିରୀ କ୍ଷେତ୍ରରେ କାର୍ଯ୍ୟ କୈାଣସି ଭୁଲ ହୋଇପାରେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । 

ଅନୁରାଧା- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ ।  ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି  ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।

ଜ୍ୟେଷ୍ଠା- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ ।  ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS