ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ମୂଳା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ପୂ,ଷାଢା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ଉ,ଷାଢା- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩