ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଚନ୍ଦ୍ର- କୁମ୍ଭ ଦିବା ୦୪.୪୭ ଗତେ ମୀନ । ତିଥି- ୧୪ଶୀ ରାତ୍ରି ୦୭.୫୫ ଗତେ ଅମାବାସ୍ୟା । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୪.୪୭ ଗତେ ଧନୁ ରାଶିର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୧୦.୦୮ ପର୍ଯ୍ୟନ୍ତ ।
ଉ,ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ପାଇବା ସହ ବିବାହ ବଦ୍ଧନରେ ବାନ୍ଧି ହେବେ । ବୁଦ୍ଧିଜୀବୀ ମାନଙ୍କର ଆୟ ଠିକ୍ଠାକ୍ ହେବା ସହିତ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ ।
ଶ୍ରବଣା- ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।
ଧନିଷ୍ଠା- ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।
ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮