• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Aries

ମେଷ

Sunday 28 May 2023

ଅଶ୍ୱନୀ- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ

ଦ୍ୱିଜା- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ

କୃତିକା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି

ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :