• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Aquarius

କୁମ୍ଭ

Sunday 28 May 2023

ଧନିଷ୍ଠା- ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି।

ଶତଭିଷା- ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ

ପୂ, ଭାଦ୍ରପଦ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :