• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Pisces

ମୀନ

Sunday 28 May 2023

ପୂ, ଭାଦ୍ରପଦ- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ

ଉ, ଭାଦ୍ରପଦ- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।

ରେବତୀ- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :