• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Cancer

କର୍କଟ

Sunday 28 May 2023

ପୁନର୍ବସୁ- ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି

ପୁଷ୍ୟା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ଅଶ୍ଳେଷା- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ

ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :