• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Leo

ସିଂହ

Sunday 28 May 2023

ମଘା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ

ପୂ- ଫାଲ୍‌ଗୁନୀ- ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ

ଉ- ଫାଲ୍‌ଗୁନୀ- ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ମନୋରଞ୍ଜନ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :