• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Libra

ତୁଳା

Sunday 28 May 2023

ଚିତ୍ରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ

ସ୍ୱାତୀ- ଧର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ସଭାସମିତି ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ

ବିଶାଖା- ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର‌୍ୟ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ । ମନ କଥା ମନରେ ରଖି କାମ ହାସଲ କରିବେ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :