• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Scorpio

ବିଛା

Sunday 28 May 2023

ବିଶାଖା- ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ

ଅନୁରାଧା- ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ

ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ

ପ୍ରତିକାର – ମାଆ ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :