• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Sagittarius

ଧନୁ

Sunday 28 May 2023

ମୂଳା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ ।

ପୂ, ଷାଢା- ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ । ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି

ଉ, ଷାଢା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :