• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ କାର୍ଯ୍ୟ ପାଇଁ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ରବିବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୮ମୀ ଦିବା ୦୯.୫୭ ଗତେ ୯ମୀ ,ଘାତ ଚନ୍ଦ୍ର – କର୍କଟ ଓ ମକର ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୨.୧୯ ଗତେ ୨ ପାଦ

Capricorn

ମକର

Sunday 28 May 2023

ଉ, ଷାଢା- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ

ଶ୍ରବଣା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ

ଧନିଷ୍ଠା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ

ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :