• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର-ମକର ଅହୋରାତ୍ର,ତିଥି-୫ମୀ ଦିବା ୦୩.୨୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୯.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Tuesday 28 May 2024

ଧନିଷ୍ଠା- ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ପରସ୍ପର ପ୍ରତି ଦାୟିତ୍ବର ଭାବନା ଆସିବା ସହିତ ସମ୍ପର୍କକୁ ମଜବୁତ ରହିବ । ସମୟର ମୂଲ୍ୟ ବିଝିବାକୁ ଚେଷ୍ଟା କରନ୍ତୁ ।

ଶତଭିଷା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ

ପୂ,ଭାଦ୍ରପଦ- ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ଆପଣ ଭଲ ଭାବରେ ନିଜ କଥା ରଖନ୍ତୁ ଓ କାର‌୍ୟ୍ୟରେ ଉତ୍ସାହ ଦେଖାନ୍ତୁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :