• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର-ମକର ଅହୋରାତ୍ର,ତିଥି-୫ମୀ ଦିବା ୦୩.୨୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୯.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Pisces

ମୀନ

Tuesday 28 May 2024

ପୂ,ଭାଦ୍ରପଦ- ପରିବାରରେ ଯୋଜନାଗୁଡିକ ଠିକ୍ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ । ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।

ଉ,ଭାଦ୍ରପଦ- ପାରିବାରିକ ସମସ୍ୟା ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି । ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ରେବତୀ- ପୂର୍ବ ଯୋଜନାନୁଯାୟୀ ଆତ୍ମୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି । ସମ୍ପର୍କୀୟଙ୍କ ସହ ଆଲୋଚନା ବିଗିଡ଼ି ଯାଇପାରେ । ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :