• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର-ମକର ଅହୋରାତ୍ର,ତିଥି-୫ମୀ ଦିବା ୦୩.୨୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୯.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Gemini

ମିଥୁନ

Tuesday 28 May 2024

ମୃଗଶିରା- ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ, କିନ୍ତୁ ସମାନ ଭାବରେ ଖର୍ଚ ମଧ୍ୟ ହେବ । ବହୁତ ଦୂରରେ ରହୁଥିବା ବନ୍ଧୁ ଆଜି ଆପଣଙ୍କୁ ସମ୍ପର୍କ କରି ପାରନ୍ତି । କୌଣସି ଦୂର ସମ୍ପର୍କୀୟ ଆଜି ଆପଣଙ୍କ ଘରକୁ ଆସିପାରନ୍ତି ।

ଆଦ୍ରା- ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।

ପୁନର୍ବସୁ- ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍‌ୃ ସମ୍ଭାବନା ଅଛି । ସଞ୍ଚତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :