• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର-ମକର ଅହୋରାତ୍ର,ତିଥି-୫ମୀ ଦିବା ୦୩.୨୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୯.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Tuesday 28 May 2024

ମଘା- ଆଖିରେ ଯନ୍ତ୍ରଣା ଅନୁଭବ କରିବା ସହିତ ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ ।

ପୂ,ଫାଲଗୁନି- କାର‌୍ୟ୍ୟାଳୟରେ ଉତ୍ତମ କାର‌୍ୟ୍ୟ କରିବା ପାଇଁ ଉପହାର ମିଳି ପାରେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।

ଉ,ଫାଲଗୁନି- କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ। ଧର୍ମକାର‌୍ୟ୍ୟରେ ଖର୍ଚ୍ଚ କରିପାରନ୍ତି । କାରବାର ଓ କାର‌୍ୟ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :