• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର-ମକର ଅହୋରାତ୍ର,ତିଥି-୫ମୀ ଦିବା ୦୩.୨୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୯.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Tuesday 28 May 2024

ଚିତ୍ରା- ପାରିବାରିକ ପରିବେଶ ନକାରାତ୍ମକତା ଆଡକୁ ଗତି କରିପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଆପଣଙ୍କ ବ୍ୟସ୍ତ ଦୈନିକ କାମ-କାର‌୍ୟ୍ୟ କାରଣରୁ ଆପଣଙ୍କ ଜୀବନସାଥୀ ଆପଣଙ୍କୁ ସନ୍ଦେହ କରି ପାରନ୍ତି ।

ସ୍ୱାତୀ- ଆପଣ ଚାକିରି କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ ଓ ପଦୋନ୍ନତି ମିଳିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ରାଜନିତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ

ବିଶାଖା- ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳିବ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :