• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦୂରଯାତ୍ରାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୮ ତାରିଖ ମଙ୍ଗଳବାର । ଚନ୍ଦ୍ର-ମକର ଅହୋରାତ୍ର,ତିଥି-୫ମୀ ଦିବା ୦୩.୨୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୯.୩୨ ଗତେ ୧ ପାଦ-କୃଷିହାନି-ଭୂମିଦାନ ।

Sagittarius

ଧନୁ

Tuesday 28 May 2024

ମୂଳା- ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ବଡ କମ୍ପନୀ ସହିତ ବ୍ୟବସାୟରେ ଜଡିତ ହୋଇପାରନ୍ତି । ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ,ଷାଢା- କାର‌୍ୟ୍ୟାଳୟରେ କେହି ଆପଣଙ୍କୁ କିଛି ବଢିଆ ଜିନିଷ କିମ୍ବା ଖବର ଦେଇ ପାରେ । ପିଲା ମାନେ ଆଜି ପାଠ ପ୍ରତି ଆଗ୍ରହ ନଥିବା ଯୋଗୁଁ ବିଦ୍ୟାଳୟରେ ନିରାଶ କରି ପାରନ୍ତି । ଚାକିରୀ ପାଇଁ ପ୍ରୟୋଗ ଜାରି ରଖିବେ ।

ଉ,ଷାଢା- ଅଚାନକ ଧନ ଲାଭ ହେବା କାରଣରୁ ଆର୍ଥିକ ପରିସି୍ଥତି ଆପଣଙ୍କର ବହୁତ ଭଲ ରହିବ । ସମୟର ଚାହିଦା ଅନୁସାରେ ଆପଣ ସମସ୍ତଙ୍କ ଠାରୁ ଦୂରରେ ରହିବେ , ଏହା ଆପଣଙ୍କ ପାଇଁ ହିତକାରୀ ମଧ୍ୟ ହେବ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :