• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Taurus

ବୃଷ

Monday 28 Nov 2022

କୃତିକା - ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । ଆର୍ଥୀକ ପରିସି୍ଥତି ଖରାପ ହେବ ।

ରୋହିଣୀ – ରାଜନିତିରେ ନିଜକୁ ଦୃଢ ରଖିବେ । କର୍ମ କ୍ଷେତ୍ରରେ ବୁଦ୍ଧି ପୟୋଗ କରି କାର୍ଯ୍ୟ ହାସଲ କରିବେ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ ।

ମୃଗଶିରା – ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । କୋର୍ଟର ତାରିଖ ସି୍ଥର ଧାର୍ଯ୍ୟ ହେବ ।

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :