• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Gemini

ମିଥୁନ

Monday 28 Nov 2022

ମୃଗଶିରା - କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ଶାରୀରିକ ପିଡା ଭୋଗ କରି ପାରନ୍ତି ।

ଆଦ୍ରା - ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ ।

ପୁନର୍ବସୁ - ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :