• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Pisces

ମୀନ

Monday 28 Nov 2022

ପୂ , ଭାଦ୍ରପଦ - କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ ।

ଉ , ଭଦ୍ରପଦ - ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ ।

ରେବତୀ – ମହିଳା ମାନେ ଦାୟିତ୍ୱବାନ୍ ରହିବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :