• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Cancer

କର୍କଟ

Monday 28 Nov 2022

ପୁନର୍ବସୁ - ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ

ପୁଷ୍ୟା – ଛାତ୍ର ମାନେ ମୈାଳିକ ବୁ୍‌ଦ୍ଧିର ଉପଯୋଗ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିଯୋଜିତ କରିବେ । ମହିଳା ମାନେ ପରିବାରରେ ପୁଷ୍ଟି ସାଧନ କରିବେ

ଅଶ୍ଳେଷା - ଜମି କ୍ରୟ କରି ଖୁସି ରହିବେ । ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ ।

ପ୍ରତିକାର – ମାଆ ଭୁବନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :