• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Leo

ସିଂହ

Monday 28 Nov 2022

ମଘା – ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବ୍ୟବସାୟରେ ଆୟ-ବ୍ୟୟ ସମାନ ରହିବ

ପୂ , ଫାଲଗୁନୀ - ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଗୃହିଣୀ ମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ ।

ଉ ,ଫାଲଗୁନୀ – କୋର୍ଟରେ ଅପବ୍ୟବହାର ଦେଖାଇବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :