• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Sagittarius

ଧନୁ

Monday 28 Nov 2022

ମୂଳା – ରୋଗର ଉପଶମ ମିଳିବ । ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ ।

ପୂ , ଷାଢା – ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପ୍ରସନ୍ନ ରହିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।

ଉ , ଷାଢା – ମହିଳା ମାନେ ପାରିବାରିକ ଖୁସିରେ ଖୁସି ହେବେ । ଶତୃମାନେ ପରାଜିତ ହେବେ ଏବଂ ଧନଲାଭ ହୋଇପାରେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :