• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Capricorn

ମକର

Monday 28 Nov 2022

ଉ , ଷାଢା - ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ

ଶ୍ରବଣା – ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

ଧନିଷ୍ଠା – ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :