• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରି କ୍ଷେତ୍ରରେ ଉଚ୍ଚ ପଦପଦବୀ ପାଇପାରନ୍ତି

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ସୋମବାର ଚନ୍ଦ୍ର – ମକର ଅହୋରାତ୍ର ତିଥି- ୫ମୀ ଦିବା ୦୧/୩୫ ଗତେ ୬ଷ୍ଠୀ ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୯ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 28 Nov 2022

ଧନିଷ୍ଠା – ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ ।

ଶତଭିଷା – ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ ।

ପୂ , ଭାଦ୍ରପଦ – ନୂଆ ଘର ତିଆରି କରିବେ ପାଇଁ ଯୋଜନା କରିବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :