• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Tuesday 28 Nov 2023

କୃତିକା- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ ।

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ମୃଗଶିରା- ନିର୍ଭରଯୋଗ୍ୟ ସୁତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :