• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Tuesday 28 Nov 2023

ଧନିଷ୍ଠା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ ।

ଶତଭିଷା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ ।

ପୂ,ଭାଦ୍ରପଦ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :