• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Tuesday 28 Nov 2023

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

ଉ,ଭାଦ୍ରପଦ- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତ

ରେବତୀ- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :