• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Tuesday 28 Nov 2023

ପୁନର୍ବସୁ- ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି ।

ପୁଷ୍ୟା- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ

ଅଶ୍ଲେଷା- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :