• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Tuesday 28 Nov 2023

ମଘା- ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର‌୍ୟ୍ୟରେ ସଫଳତା ପାଇବେ

ପୂ,ଫାଲଗୁନି- ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି

ଉ,ଫାଲଗୁନି- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :